ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ‘ସରଗୀ ଫୁଲ’ କାର୍ଯ୍ୟକ୍ରମ ଉଦଯାପିତ

ରାଇକିଆ,(ପ୍ରଦୀପ ବେହେରା):କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ମଣ୍ଡାକିଆ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ରେ  ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ‘ ସରଗିଫୁଲ’ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି

Read more

Advertisement

ଏବେ ଏବେ