ଧରଣୀଧର ବିଶ୍ୱ ବିଦ୍ୟାଳୟରେ ଆନ୍ତଃ ବିଶ୍ଵବିଦ୍ୟାଳୟ କ୍ରୀଡ଼ା ପ୍ରତିଯୋଗିତାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର(ପୂର୍ଣ୍ଣଚନ୍ଦ୍ର ମହାନ୍ତ) : ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝରର ଧରଣୀଧର ବିଶ୍ୱବିଦ୍ୟାଳୟ ଠାରେ ଆୟୋଜିତ ହୋଇଥିବା ଆନ୍ତଃ ବିଶ୍ଵବିଦ୍ୟାଳୟ କ୍ରୀଡ଼ା ପ୍ରତିଯୋଗିତାକୁ ଉଦ୍ଘାଟନ କରିଛନ୍ତି।
Read more


