ହିନ୍ଦୀ ଶିକ୍ଷକ ସଙ୍ଘ ସମ୍ପାଦକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର
କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଦେପୁର ସରସ୍ୱତୀ ସରକାରୀ ହାଇସ୍କୁଲର ହିନ୍ଦୀ ଶିକ୍ଷକ ମହେଶ୍ୱର ସାହୁଙ୍କୁ ଗୁରୁଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରାଯାଇଛି।
Read more