ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ ଶୁଭାରମ୍ଭ

ପାରଳାଖେମୁଣ୍ଡି (ତାରିଣୀ ପ୍ରସାଦ ପଣ୍ଡା): ଗଜପତି  ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥକୁ ଶୁଭାରମ୍ଭ କରାଯାଇଛି ।

Read more

Advertisement

ଏବେ ଏବେ