ଶ୍ରୀ ଜଗନ୍ନାଥ ମହାବିଦ୍ୟାଳୟର ବିଭିନ୍ନ ସମସ୍ୟାକୁ ନେଇ ବିଡିଓଙ୍କୁ ଲିଖିତ ଅଭିଯୋଗ
ନାଉଗାଁ,(ଓ୍ବାଇଏନଏସ): ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଳକ ଅନ୍ତର୍ଗତ ଶ୍ରୀ ଜଗନ୍ନାଥ ମହାବିଦ୍ୟାଳୟର ବିଭିନ୍ନ ସମସ୍ୟାକୁ ନେଇ ଛାତ୍ରଛାତ୍ରୀମାନେ ବିଡିଓ ନିରଞ୍ଜନ ପରିଡାଙ୍କୁ ଏକ ଲିଖିତ ଅଭିଯୋଗ ମଙ୍ଗଳବାର
Read more


