ବରିଷ୍ଠ ନାଗରିକ ଦିବସ ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ

ଦିଗପହଣ୍ଡି,(ଅଳକ ନାଥ ମିଶ୍ର)  : ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ବରିଷ୍ଠ ନାଗରିକ ଦିବସ ଅବସରରେ ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି।

Read more

Advertisement

ଏବେ ଏବେ