ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ କଟକ ଜିଲ୍ଲା ଦମ୍ପତି

ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା):  ଗଜପତି ଜିଲ୍ଲାରୁ ୭୨ତମ ଶିଶୁଙ୍କୁ ଅତିରିକ୍ତ ଜିଲ୍ଲାପାଳ ଫାଲଗୁନି ମାଝୀ ପୋଷ୍ୟ ସନ୍ତାନ ଭାବେ କଟକ ଜିଲ୍ଲାର ଏକ ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି।

Read more

Advertisement

ଏବେ ଏବେ