ନିର୍ମାଣ ଶ୍ରମିକଙ୍କୁ ସହାୟତା ରାଶି ବଣ୍ଟନ ନିମନ୍ତେ କଟକ ନୂଆପଡାଠାରେ ସ୍ବତନ୍ତ୍ର ଶିବିର

କଟକ, (ଓ୍ବାଇଏନଏସ): କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଶ୍ରମ କାର୍ଯ୍ୟାଳୟ ଦ୍ଵାରା ନିର୍ମାଣ ଶ୍ରମିକଙ୍କୁ ସହାୟତା ରାଶି ବଣ୍ଟନ ନିମନ୍ତେ ଏକ ସ୍ବତନ୍ତ୍ର ଶିବିର ଆୟୋଜନ କରାଯାଇଥିଲା।

Read more

Advertisement

ଏବେ ଏବେ