ପୋଲସରା ଆଇସିଡିଏସ ପକ୍ଷରୁ ସାଇବର ସୁରକ୍ଷା ସଚେତନତା କର୍ମଶାଳା

ପୋଲସରା (ଅନୀଲ କୁମାର ମହାରଣା):-ପୋଲସରା ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ସମ୍ମିଳନୀ କକ୍ଷରେ ସାଇବର ସୁରକ୍ଷା ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ