ଆନନ୍ଦପୁର ଠାରେ କୃଷି ମହାବିଦ୍ୟାଳୟ ଓ କୃଷି ଗବେଷଣା କେନ୍ଦ୍ର ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ହାଟଡିହି (ଓ୍ବାଇଏନଏସ):  ଆନନ୍ଦପୁରୁଠାରେ କୃଷି ମହାବିଦ୍ୟାଳୟ ଓ କୃଷି ଗବେଷଣା କେନ୍ଦ୍ର ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରିଛି ଗ୍ରୀନ୍ ଓଡିଶା କେନ୍ଦୁଝର ବଞ୍ଚାଅ ମଞ୍ଚର।

Read more

Advertisement

ଏବେ ଏବେ