ଗାଁସାଥୀ ସଙ୍ଘ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):ଗାଁସାଥୀ(ମେଟ) ସଙ୍ଘ ମିଳିତ କ୍ରିୟାନୁଷ୍ଠାନ କମିଟି,କେନ୍ଦ୍ରାପଡା ଜିଲ୍ଲା ଶାଖା ପକ୍ଷରୁ ଏକ ତିନିଦଫା ସମ୍ବଳିତ ଦାବିପତ୍ର ଜିଲ୍ଲାପାଳ ରଘୁରାମ ଆର. ଆୟରଙ୍କୁ ପ୍ରଦାନ କରାଯାଇଛି।

Read more

Advertisement

ଏବେ ଏବେ