ବନିତା ରାଉତ ହତ୍ୟାକାଣ୍ଡର କ୍ରାଇମବ୍ରାଞ୍ଚତଦନ୍ତ ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା
କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):ପଟ୍ଟାମୁଣ୍ଡାଇ ବୋଧଗାଁର ଝିଅ ବନିତା ରାଉତ ବିଭତ୍ସ ଗଣହତ୍ୟାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବିରେ ସୋମବାର କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ଗଣଧାରଣା ଅନୁଷ୍ଠିତ
Read more


