ଶ୍ରୀରାମପୁର ଗ୍ରାମରେ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟ ନିମ୍ନମାନର
କେନ୍ଦ୍ରାପଡ଼ା,(ଓ୍ବାଇଏନଏସ):କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅଧିନ ଶ୍ରୀରାମପୁର ଗ୍ରାମରେ ‘ବିକଶିତ ଗାଁ ବିକଶିତ ଓଡିଶା’ଯୋଜନାରେ ହୋଇଥିବା ପ୍ରକଳ୍ପ ନିମ୍ନମାନର ହୋଇଥିବା ନେଇ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି।
Read more


