ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ରାସ୍ତା ଖୋଲିଲେ ଡିଜିପି :ଆତ୍ମସମର୍ପଣ ପରେ ଥଇଥାନ ପାଇଁ ଆଶ୍ୱାସନା ଓ ପ୍ରତିଶ୍ରୁତି
କଲ୍ୟାଣସିଂହପୁର (ଏଙ୍କେଟେଶ୍ୱର ପାଢ଼ୀ): ଦେଶରେ ନକ୍ସଲ ସଙ୍ଘଠନ ମୁକ୍ତ କରିବା ପାଇଁ ସରକାରଙ୍କ ପକ୍ଷରୁ କାଉଣ୍ଟଡାଉନ ଆରମ୍ଭ ହୋଇଯାଇଛି। ମାର୍ଚ୍ଚ ୨୦୨୬ ସୁଦ୍ଧା ନକ୍ସଲମୁକ୍ତ ଭାରତ ଆଡ଼କୁ
Read more


