ରାଜ୍ୟସ୍ତରୀୟ ଭାରତ୍ତୋଳନ ପ୍ରତିଯୋଗିତାରେ ରୌପ୍ୟ ପଦକ ପାଇଲେ ଦିଗପହଣ୍ଡିର ରାଧାରାଣୀ
ଦିଗପହଣ୍ଡି,(ଅଳକ ନାଥ ମିଶ୍ର): ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଠାରେ ଗୁରୁବାର ଆୟୋଜିତ ୭୨ତମ ରାଜ୍ୟ ସ୍ତରୀୟ ଭାରତ୍ତୋଳନ ପ୍ରତିଯୋଗିତାରେ ଦିଗପହଣ୍ଡି ର ରାଧାରାଣୀ ପାଣିଗ୍ରାହୀ ଗଞ୍ଜାମ ଜିଲ୍ଲା ଚମ୍ପିୟାନ
Read more


