ବନ୍ୟା ବିପନ୍ନଙ୍କ ସହାୟତା ପାଇଁ ଗୋଟିଏ ଦିନର ଦରମା ଦାନ କରିବାକୁ କର୍ମଚାରୀଙ୍କୁ ଜିଲ୍ଲାପାଳଙ୍କ ଆହ୍ୱାନ
ଛତ୍ରପୁର, (ଓ୍ବାଇଏନଏସ): ଗଞ୍ଜାମ ଜିଲ୍ଲାରେ ସମ୍ପ୍ରତି ଦେଖାଦେଇଥିବା ବନ୍ୟା ଯୋଗୁଁ ହଜାର ହଜାର ପରିବାର କ୍ଷତିଗ୍ରସ୍ତ ହୋଇଛନ୍ତି। ବିପନ୍ନ ପରିବାରଙ୍କୁ ସହାୟତା ଯୋଗାଇଦେବା ଓ ସେମାନଙ୍କ ଜୀବନକୁ
Read more


