ଆସିକା ଉପଖଣ୍ଡ ଚିକିତ୍ସାଳୟରେ ଡ୍ରେନେଜ୍ ବ୍ୟବସ୍ଥା ବିପର୍ଯ୍ୟସ୍ତ : ଅସରାଏ ବର୍ଷାରେ ରାସ୍ତା ପାଲଟୁଛି କୃତ୍ରିମ ହ୍ରଦ
ଆସିକା (ୱାଇଏନ୍ଏସ୍) ଆସିକା ଉପଖଣ୍ଡ ଚିକିତ୍ସାଳୟକୁ ସ୍ୱାସ୍ଥ୍ୟସେବା ପାଇବା ପାଇଁ ଆସୁଥିବା ରୋଗୀମାନଙ୍କୁ ଉନ୍ନତମାନର ଚିକିତ୍ସାସେବା ଯୋଗାଇଦେବା ପାଇଁ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ
Read more


