ବାଲିଯାତ୍ରା ପଡ଼ିଆର ୫ କିଲୋମିଟର ପରିଧିକୁ “ଡ୍ରୋନ୍ ମୁକ୍ତ ଅଞ୍ଚଳ” ଘୋଷଣା

କଟକ, (ଓ୍ବାଇଏନଏସ): କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଆସନ୍ତା ନଭେମ୍ବର ୫ ତାରିଖଠାରୁ ୧୨ ତାରିଖ ପର୍ଯ୍ୟନ୍ତ ଐତିହାସିକ ବାଲିଯାତ୍ରା କଟକ ୨୦୨୫ ଆୟୋଜନ କରାଯାଉଛି ।

Read more

Advertisement

ଏବେ ଏବେ