ମହିଳା ସ୍ୱାସ୍ଥ୍ୟକର୍ମୀ ବିଦ୍ୟୁତଲତା ମଲ୍ଲିକଙ୍କୁ ଅବସର ସମ୍ବର୍ଦ୍ଧନା
ହାଟଡିହି (ଓ୍ବାଇଏନଏସ): ଶାଳଣିଆଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ସୋସୋ ସ୍ୱାସ୍ଥ୍ୟ ଉପକେନ୍ଦ୍ରର ମହିଳା ସ୍ୱାସ୍ଥ୍ୟକର୍ମୀ ବିଦ୍ୟୁତଲତା ମଲ୍ଲିକଙ୍କ ଆଜି ଅବସରକାଳୀନ ସମ୍ବର୍ଦ୍ଧନା ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ
Read more


