ଓଡିଶା ଅବସରପ୍ରାପ୍ତ ରାଜସ୍ୱ ଅମଲା ସଙ୍ଘ ଜିଲ୍ଲା ଶାଖାର ପ୍ରଥମ ସାଂଗଠନିକ ବୈଠକ

କେନ୍ଦ୍ରାପଡ଼ା,(ଓ୍ବାଇଏନଏସ):ଓଡିଶା ଅବସରପ୍ରାପ୍ତ ରାଜସ୍ୱ ଅମଲା ସଙ୍ଘ କେନ୍ଦ୍ରାପଡା ଜିଲ୍ଲା ଶାଖାର ପ୍ରଥମ ସାଂଗଠନିକ ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଅମଲାସଙ୍ଘ କାର୍ଯ୍ୟାଳୟରେ ରବିବାର ଅନୁଷ୍ଠିତ ହୋଇଯାଇଛି।

Read more

Advertisement

ଏବେ ଏବେ