ପୂର୍ବତନ ବିଧାୟକ କୁଳମଣି ରାଉତଙ୍କ ପରଲୋକ

କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):ପୂର୍ବତନ ବିଧାୟକ ତଥା ଡେରାବିଶ ମାଟିର ସୁଯୋଗ୍ୟ ସନ୍ତାନ କୁଳମଣି ରାଉତଙ୍କ ୭୮ବର୍ଷ ବୟସରେ ଗୁରୁବାର ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ପରଲୋକ ହୋଇଯାଇଛି।

Read more

Advertisement

ଏବେ ଏବେ