ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସୀ କେଳେଙ୍କାରୀ ମାମଲା : ରାଜା ଚକ୍ରର ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ

କଟକ,(ଓ୍ବାଇଏନଏସ): ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସୀ କେଳେଙ୍କାରୀ ମାମଲା ହାଇକୋର୍ଟରେ ଶୁଣାଣି ହୋଇଛି । ହାଇକୋର୍ଟରେ ମୁଖ୍ୟ ଅଭିଯୁକ୍ତ ରାଜା ଚକ୍ରର ଜାମିନ ଆବେଦନ ଖାରଜ ହୋଇଛି ।

Read more

Advertisement

ଏବେ ଏବେ