ଗଞ୍ଜାମ ଜିଲ୍ଲା ସଡ଼କ ସୁରକ୍ଷା କମିଟିର ବୈଠକ

ଛତ୍ରପୁର,(ଓ୍ବାଇଏନଏସ):  ଜିଲ୍ଲାରେ ଦିନକୁ ଦିନ ସଡକ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ରୋକ ଲଗାଇବା ପାଇଁ ବିଭିନ୍ନ ସ୍ତରରେ ବ୍ୟାପକ ସଚେତନ କରାଯାଉଛି ।

Read more

Advertisement

ଏବେ ଏବେ