ଶାସଙ୍ଗରେ ଜଗନ୍ନାଥ ମନ୍ଦିର ନିର୍ମାଣ ପାଇଁ ଭୂମିପୂଜା

ହାଟଡିହି (ଓ୍ବାଇଏନଏସ): ହାଟଡିହି ବ୍ଲକ ଶାସଙ୍ଗ ଗ୍ରାମରେ ଶ୍ରୀଜଗନ୍ନାଥ ମନ୍ଦିର ନିର୍ମାଣ ପାଇଁ ଭୂମିପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ତପୋଧାନ ସ୍ୱାଇଁ ଓ କୁମୁଦୁନୀ ସାମଲଙ୍କ ସଂଯୋଜନା

Read more

Advertisement

ଏବେ ଏବେ