ବାସୁଦେବପୁର ପଞ୍ଚାୟତରେ ମିଳିତ ଅଭିଯୋଗ ଶୁଣାଣୀ

ଦିଗପହଣ୍ଡି,(ଅଳକ ନାଥ ମିଶ୍ର) ଦିଗପହଣ୍ଡି ବ୍ଳକ  ବାସୁଦେବପୁର  ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ  ପ୍ରଶାସନ ପକ୍ଷରୁ ସୋମବାର  ପଞ୍ଚାୟତ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣୀ  ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ