ଅଦାଲତ ଅବମାନନା ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶ: ଦରମା ଉଠାଇ ପାରିବେ ନାହିଁ ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ଓ କୁଳସଚିବ
କଟକ, (ଓ୍ବାଇଏନଏସ): କଟକ: ହାଇକୋର୍ଟଙ୍କ ନିର୍ଦ୍ଦେଶ ସଂପୂର୍ଣ୍ଣ କାର୍ଯ୍ୟକାରୀ ନ କରିବା ଉତ୍କଳ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ମହଙ୍ଗା ପଡ଼ିଛି। କର୍ମଚାରୀଙ୍କୁ ଅର୍ଥ ପ୍ରଦାନ ସଂପର୍କିତ ପୂର୍ବ ନିର୍ଦ୍ଦେଶ
Read more


