ସମ୍ବାଦ ସାହିତ୍ୟ ଘର ବାର୍ଷିକ ଉତ୍ସବରେ କବିତା ପାଠ

ହାଟଡିହି,(ଓ୍ବାଇଏନଏସ) : ଶାସଙ୍ଗ ପଞ୍ଚାୟତ ହାଇସ୍କୁଲ ପରିସରରେ  ‘ସମ୍ବାଦ-ସାହିତ୍ୟଘର’ର ନବମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା ।

Read more

Advertisement

ଏବେ ଏବେ