କେନ୍ଦ୍ରୀୟ ଡେପୁଟେସନରେ ଯିବେ ଆଇଏଏସ୍ ଶାଲିନୀ ପଣ୍ଡିତ

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ): ଆଇଏଏସ୍ ଶାଲିନୀ ପଣ୍ଡିତ କେନ୍ଦ୍ରୀୟ ଡେପୁଟେସନରେ ଯିବେ । ଶାଲିନୀଙ୍କୁ ଆର୍ଥିକ ସେବା ବିଭାଗର ଯୁଗ୍ମ ସଚିବ ଭାବରେ ନିଯୁକ୍ତି ମିଳିଛି

Read more

Advertisement

ଏବେ ଏବେ