ଆଖଣ୍ଡଳେଶ୍ଵର ମହାଦେବଙ୍କର ନୂତନ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା

ଧାମନଗର (ଓ୍ବାଇଏନଏସ): ଧାମନଗର ଥାନା ପରିସରରେ ନୂତନ ଭାବେ ନିର୍ମିତ ଆଖଣ୍ଡଳେଶ୍ୱର ମହାଦେବଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଭକ୍ତିମୟ ପରିବେଶ ମଧ୍ୟରେ ଅନୁଷ୍ଟିତ ହୋଇଯାଇଛି।

Read more

Advertisement

ଏବେ ଏବେ