ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟରେ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳନ

ଖଲ୍ଲିକୋଟ(ଓ୍ବାଇଏନଏସ): ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟରେ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି l ଏହି ଉପଲକ୍ଷେ ଗଣେଶ ହଲ ଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା l

Read more

Advertisement

ଏବେ ଏବେ