ଅଣଅନୁଦାନ ଓ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟର ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବୀପତ୍ର

କେନ୍ଦୁଝର, (ପୂର୍ଣ୍ଣଚନ୍ଦ୍ର ମହାନ୍ତ): ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ବିଭିନ୍ନ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦାବୀପତ୍ର ପ୍ରଦାନ କରାଯାଇଛି ।

Read more

Advertisement

ଏବେ ଏବେ