ଆଜିଠୁ ଆରମ୍ଭ ହେଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

କଟକ,(ଓ୍ବାଇଏନଏସ) : ଆଜି ଠାରୁ ଆରମ୍ଭ ହୋଇଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ସକାଳ ୯ଟାରୁ ଆରମ୍ଭ ହୋଇ ୧୧ଟା ୩୦ ପର୍ଯ୍ୟନ୍ତ ଚାଲିଥିଲା ପରୀକ୍ଷା ।

Read more

Advertisement

ଏବେ ଏବେ