ଦକ୍ଷିଣପୂର୍ବ ସମ୍ଭାଗସ୍ତରୀୟ ପ୍ରଧାନାଚାର୍ଯ୍ୟଙ୍କ ବୈଠକ

ଆସିକା(ୱାଇଏନ୍‍ଏସ୍‍) :ବିଦ୍ୟାଭାରତୀ ଶିକ୍ଷାବିକାଶ ସମିତି ଦକ୍ଷିଣ ପୂର୍ବ ସମ୍ଭାଗ ଆନୁକୂଲ୍ୟରେ ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ରବିବାର ସମ୍ଭାଗସ୍ତରୀୟ ପ୍ରଧାନାଚାର୍ଯ୍ୟଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ