ଚିକିତ୍ସା ଅବହେଳାରୁ ନାବାଳକଙ୍କ ମୃତ୍ୟୁ : ଶବ ରଖି ରାସ୍ତାରୋକ କଲେ ସ୍ଥାନୀୟ ଲୋକେ

କଟକ, (ଓ୍ବାଇଏନଏସ): ଚିକିତ୍ସା ଅବହେଳାରୁ ୧୬ ବର୍ଷର ନାବାଳକଙ୍କ ମୃତ୍ୟୁ । ପରିବାରଲୋକ ଓ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଆକ୍ରୋଶ । ହସ୍ପିଟାଲ ଘେରିଲେ, ହୋହାଲ୍ଲା କଲେ

Read more

Advertisement

ଏବେ ଏବେ