୫୩ନମ୍ବର ଜାତୀୟ ରାଜପଥ ରାସ୍ତା ନିର୍ମାଣ ନିମ୍ନମାନର: ଜାତୀୟ ରାଜପଥ କତ୍ତୃପକ୍ଷଙ୍କ ତଦନ୍ତ ନିର୍ଦ୍ଦେଶ
କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):ଚଣ୍ଡିଖୋଲ-ପାରାଦୀପ ୫୩ନମ୍ବର ଜାତୀୟ ରାଜପଥ ରାସ୍ତା ନିର୍ମାଣ ଅତ୍ୟନ୍ତ ନିମ୍ନମାନର ହେଉଥିବା ନେଇ ଜାତୀୟ ରାଜପଥ କତ୍ତୃପକ୍ଷଙ୍କ ଆଞ୍ଚଳିକ କାର୍ଯ୍ୟାଳୟ,ଭୁବନେଶ୍ୱରଙ୍କୁ ଅଭିଯୋଗ ହେବା ପରେ
Read more


