ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ଵୟ ସମିତିପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ପ୍ରତିବାଦ ସଭା
ଛତ୍ରପୁର(ଓ୍ବାଇଏନଏସ): ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ଵୟ ସମିତି ଗଞ୍ଜାମ ଜିଲ୍ଲା ଶାଖା ପକ୍ଷରୁ ୫ଦଫା ଦାବୀ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
Read more


