ଖଲ୍ଲିକୋଟ ଏକକ ବିଶ୍ଵବିଦ୍ୟାଳୟରେ ମୁକ୍ତାକାଶ ବ୍ୟାୟାମଶାଳା ଉଦଘାଟିତ
ଖଲ୍ଲିକୋଟ(ଓ୍ବାଇଏନଏସ): ଖଲ୍ଲିକୋଟ ଏକକ ବିଶ୍ବବିଦ୍ୟାଳୟ ପରିସରରେ ମୁକ୍ତାକାଶ ବ୍ୟାୟାମଶାଳାକୁ ବିଧିବଦ୍ଧ ଭାବରେ ଉଦଘାଟନ କରିଥିଲେ ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶ। ନିଜ ବକ୍ତବ୍ୟରେ ସେ ଛାତ୍ରଛାତ୍ରୀମାନଙ୍କୁ
Read more


