ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଅଭିଯୋଗ

ହିଞ୍ଜିଳିକାଟୁ, (ଶେଷଦେବ ସାହୁ): ଜିଲ୍ଲା ପ୍ରଶାସନ, ଗଞ୍ଜାମ ଆନୁକୁଲ୍ୟରେ ସୋମବାର ହିଞ୍ଜିଳିକାଟୁ ବ୍ଲକ ପୋଚିଲିମା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି।

Read more

Advertisement

ଏବେ ଏବେ