ଡକାୟତ ଗ୍ୟାଙ୍ଗର ୭ଜଣଙ୍କୁ ଗିରଫ କଲା ପଟ୍ଟାମୁଣ୍ଡାଇ ପୋଲିସ: ୨୫ ଲକ୍ଷର ସୁନାଗହଣା ଜବତ

କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଧିନରେ ଡକାୟତି ଯୋଜନା କରୁଥିବା ୭ଜଣ ଡକାୟତଙ୍କୁ ପୋଲିସ ଗିରଫ କରିଥିବା ବେଳେ ୨ଜଣ ଫେରାର ହୋଇଯାଇଛନ୍ତି।

Read more

Advertisement

ଏବେ ଏବେ