ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀଙ୍କୁ ପେନସନ୍ ଘଟଣା: ଅସନ୍ତୋଷବ୍ୟକ୍ତ କଲେ ହାଇକୋର୍ଟ
କଟକ, (ଓ୍ବାଇଏନଏସ): ହାଇକୋର୍ଟରେ ଅନୁଦାନପ୍ରାପ୍ତ ସ୍କୁଲ ଓ କଲେଜର ଅବସରପ୍ରାପ୍ତ କର୍ମଚାରୀଙ୍କୁ ପେନସନ୍ ସଂପର୍କିତ ମାମଲାର ଶୁଣାଣି ସମୟରେ ରାଜ୍ୟ ସରକାରଙ୍କ ତରଫରୁ ପୁଣି ସମୟ ଲୋଡ଼ାଯିବା
Read more


