ପିଏମ୍ଶ୍ରୀ ହରିହର ହାଇସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦ୍ଘାଟିତ
ଆସିକା (ୱାଇଏନ୍ଏସ୍): ଆସିକା ଏନ୍ଏସି ଅଧିନସ୍ଥ ସର୍ବ ପୁରାତନ ପିଏମ୍ଶ୍ରୀ ହରିହର ହାଇସ୍କୁଲର ୧୧୦ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ମଙ୍ଗଳବାର ଶିକ୍ଷାନୁଷ୍ଠାନର ଷ୍ଟାଡିୟମ୍ ପରିସରରେ ଉଦ୍ଘାଟିତ ହୋଇଯାଇଛି
Read more


