କେନ୍ଦୁଝରରେ ଷ୍ଟିଲପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ମୂଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଝାନସୀ ରାଣୀ

ହାଟଡିହି, (ଓ୍ବାଇଏନଏସ): କେନ୍ଦୁଝର ଜିଲ୍ଲା ପାଟଣାଠାରେ ଠାରେ ଷ୍ଟିଲପ୍ଲାଣ୍ଟ ପ୍ରତିଷ୍ଠା ହେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବାରୁ ବିଭିନ୍ନ ମହଲରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଶୁଭେଚ୍ଛା ଜ୍ଞାପନ କରାଯାଇଛି।

Read more

Advertisement

ଏବେ ଏବେ