ବିଶ୍ୱ ପର୍ଯ୍ୟଟନ ଦିବସ ଉପଲକ୍ଷେ କୁଇଜ୍ ପ୍ରତିଯୋଗିତା

କେନ୍ଦୁଝର (ପୂର୍ଣ୍ଣଚନ୍ଦ୍ର ମହାନ୍ତ): ସେପ୍ଟେମ୍ବର ୨୭ ତାରିଖରେ ପାଳିତହେବାକୁଥିବା ବିଶ୍ୱ ପର୍ଯ୍ୟଟନ ଦିବସ-୨୦୨୫ ଅବ୍ୟବହିତ ପୂର୍ବରୁ କେନ୍ଦୁଝର ଡିଏନ ହାଇସ୍କୁଲରେ ଏକ କୁଇଜ୍ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି।

Read more

Advertisement

ଏବେ ଏବେ