ରେମୁଣା ବିଜେପିର ସକ୍ରିୟ ସଦସ୍ୟ ସମ୍ମିଳନୀ ଅନୁଷ୍ଠିତ

ବାଲେଶ୍ବର (ସରୋଜ ପଣ୍ଡା): ସକାଳ ୧୦ ଘଟିକା ସମୟରେ ରେମୁଣା ବିଜେପି ପକ୍ଷରୁ ଖାନନଗର ସ୍ଥିତ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ସକ୍ରିୟ ସଦସ୍ୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।

Read more

Advertisement

ଏବେ ଏବେ