ଗବେଷକ ନିରଞ୍ଜନ ମେକାପ ପାଇବେ କେନ୍ଦ୍ରାପଡା ଗୈାରବ ସମ୍ମାନ

କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):କେନ୍ଦ୍ରାପଡା ମାଟିର ପୁଅ ଶିକ୍ଷାବୀତ ତଥା ଗବେଷକ ନିରଞ୍ଜନ ମେକାପ କେନ୍ଦ୍ରାପଡା ଗୈାରବ ସମ୍ମାନ-୨୦୨୬ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଧନୁର୍ଜ୍ଜୟ ବିଶ୍ୱାଳ ଚାରିଟେବୁଲ ଟ୍ରଷ୍ଟ

Read more

Advertisement

ଏବେ ଏବେ