ବରିଷ୍ଠ ନାଗରିକ ମଞ୍ଚର ବୃକ୍ଷରୋପଣ

କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଳପଡା ଗ୍ରାମପଞ୍ଚାୟତ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ କଳପଡା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

Read more

Advertisement

ଏବେ ଏବେ