ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣା, ମାଁ ଦଣ୍ଡ କାଳୀ ଯୁବକ ସଂଘ ପକ୍ଷରୁ ନୀରବ ପ୍ରତିବାଦ ଓ ଶ୍ରଦ୍ଧାଞ୍ଜଳି
କୋଦଳା,(ବାପୁନି କୁମାର ମାଲୁ):ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଘଟଣା ସାରା ବିଶ୍ୱକୁ ସ୍ତବ୍ଧ କରିଦେଇଛି। ସବୁଠି ଏହାକୁ ଦୃଢ଼ ନିନ୍ଦା କରାଯିବା ସହ ପ୍ରତିବାଦ କରାଯାଉଛି।
Read more