ସୋଫିଆଙ୍କୁ ଦଳୀୟ ଚିହ୍ନର ଆବଶ୍ୟକତା ନାହିଁ: ମହମ୍ମଦ ମୋକିମ

କଟକ, (ଓ୍ବାଇଏନଏସ): କଟକରେ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ ଓ କଂଗ୍ରେସରୁ ବହିଷ୍କୃତ ନେତା ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ହୋର୍ଡିଂକୁ ନେଇ ଚର୍ଚ୍ଚା ଜୋର୍ ଧରିଛି।

Read more

Advertisement

ଏବେ ଏବେ