ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣା: ଗିରଫ ଛାତ୍ର ଜ୍ୟୋତିପ୍ରକାଶ ବିଶ୍ୱାଳଙ୍କ ଜାମିନ୍ ଆବେଦନ ଖାରଜ କଲେ ହାଇକୋର୍ଟ

କଟକ,(ଓ୍ବାଇଏନଏସ): ବହୁଚର୍ଚ୍ଚିତ ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣା। ଏଥିରେ ଗିରଫ ଅନ୍ୟତମ ଛାତ୍ର ଜ୍ୟୋତିପ୍ରକାଶ ବିଶ୍ୱାଳଙ୍କ ଆବେଦନ ହାଇକୋର୍ଟରେ ଖାରଜ ହୋଇଯାଇଛି

Read more

Advertisement

ଏବେ ଏବେ