୨୯ରେ ଶ୍ରୀବଳଦେବଜୀଉଙ୍କ ଦେବସ୍ନାନ ପୂର୍ଣ୍ଣିମା

କେନ୍ଦ୍ରାପଡ଼ା, (ଚିତ୍ତ ରଞ୍ଜନ ଦାଶ):ଆସନ୍ତା ୨୯ତାରିଖ ସୋମବାର କେନ୍ଦ୍ରାପଡା ତୁଳସୀକ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉଙ୍କ ପବିତ୍ର ଦେବସ୍ନାନପୂର୍ଣ୍ଣିମା। ଏହି ଉପଲକ୍ଷେ ଶ୍ରୀଜୀଉଙ୍କ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି।

Read more

Advertisement

ଏବେ ଏବେ